ଭାରତୀୟ ଅଧିନାୟକ ବିରାଟ କୋହଲୀ ଏକଦିବସୀୟ କ୍ରିକେଟରେ ସର୍ବୋଚ୍ଚ ସ୍ଥାନ ବଜାୟ ରଖିବାରେ ସକ୍ଷମ ହୋଇଛନ୍ତି। ସେ ୮୭୦ ପଏଣ୍ଟ୍ ସହ ପ୍ରଥମ ସ୍ଥାନରେ ଥିବାବେଳେ ରୋହିତ ଶର୍ମା ତୃତୀୟ ସ୍ଥାନରେ ଅଛନ୍ତି। ସେହିପରି କେ.ଏଲ୍. ରାହୁଲ୍ ୩୧ତମ ସ୍ଥାନରୁ ୨୭ତମ ସ୍ଥାନକୁ ଉନ୍ନୀତ ହୋଇଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୪୨ତମ ସ୍ଥାନରେ ଅଛନ୍ତି। ଆଇ.ସି.ସି. ର୍ୟାଙ୍କିଙ୍ଗ୍ ୧୦୦ତମ ତାଲିକାରେ ରିଷଭ ପନ୍ଥ ସ୍ଥାନ ପାଇଛନ୍ତି। ବୋଲର୍ମାନଙ୍କ ମଧ୍ୟରେ ଯଶପ୍ରୀତ୍ ବୁମ୍ରାହ ୬୯୦ ପଏଣ୍ଟ୍ ସହ ଚତୁର୍ଥ ସ୍ଥାନରେ ଥିବାବେଳେ ଭୁବନେଶ୍ୱର କୁମାର ୧୧ତମ ସ୍ଥାନରେ ଅଛନ୍ତି। ଟେଷ୍ଟ ର୍ୟାଙ୍କିଙ୍ଗ୍ରେ ରବିଚନ୍ଦ୍ରନ ଅଶ୍ୱିନୀ ପୂର୍ବଭଳି ଦ୍ୱିତୀୟ ସ୍ଥାନ ବଜାୟ ରଖିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।