ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ୯ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀରକୁ ମିଶାଇ ମୋଟ୍ ୯୬ ଲୋକସଭା ଆସନ ପାଇଁ ମତଦାନ ହେବ।ଆନ୍ଧ୍ର ପ୍ରଦେଶର ସମସ୍ତ ୨୫ ଆସନରେ ମତଦାନ ହେବ । ସେହିଭଳି ତେଲଙ୍କାନାର ୧୭, ଉତ୍ତର ପ୍ରଦେଶର ୧୩, ମହାରାଷ୍ଟ୍ରର ୧୧, ପଶ୍ଚିମବଙ୍ଗର ୮, ମଧ୍ୟପ୍ରଦେଶର ୮, ବିହାରର ୫, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ୪ଟି ଲେଖାଏ ଆସନରେ ହେବ ମତଦାନ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।