ଆଜିଠୁ ସଂସଦରେ ସରଗରମ ଶୀତକାଳୀନ ଅଧିବେଶନ । ଅଧିବେଶନରେ ମୋଟ ୧୬ଟି ବିଲ୍ ଉପସ୍ଥାପନ ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର । ଏହାମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ଓ୍ବାକଫ -ସଂଶୋଧନ ବିଲ୍, ୱାନ ନେସନ ୱାନ ଇଲେକସନ ବିଲ ସହ ପଞ୍ଜାବ କୋର୍ଟ ବିଲ୍ , କୋଷ୍ଟାଲ ଓ ମର୍ଚ୍ଚାଣ୍ଟ ସିପିଂ ବିଲ୍, ଇଣ୍ଡିଆନ ପୋର୍ଟ୍ସ ବିଲ୍, ଭାରତୀୟ ବାୟୁଯାନ ବିଧେୟକ ରହିଛି । ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଶୀତ ଅଧିବେଶନରେ ମୋଟ 19ଟି କାର୍ଯ୍ୟଦିବସ ରହିଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ଗୃହକାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ ପାଇଁ ଉଭୟ ଶାସକ ଓ ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |