ଆଜିଠୁ ସଂସଦରେ ସରଗରମ ଶୀତକାଳୀନ ଅଧିବେଶନ । ଅଧିବେଶନରେ ମୋଟ ୧୬ଟି ବିଲ୍ ଉପସ୍ଥାପନ ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର । ଏହାମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ଓ୍ବାକଫ -ସଂଶୋଧନ ବିଲ୍, ୱାନ ନେସନ ୱାନ ଇଲେକସନ ବିଲ ସହ ପଞ୍ଜାବ କୋର୍ଟ ବିଲ୍ , କୋଷ୍ଟାଲ ଓ ମର୍ଚ୍ଚାଣ୍ଟ ସିପିଂ ବିଲ୍, ଇଣ୍ଡିଆନ ପୋର୍ଟ୍ସ ବିଲ୍, ଭାରତୀୟ ବାୟୁଯାନ ବିଧେୟକ ରହିଛି । ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଶୀତ ଅଧିବେଶନରେ ମୋଟ 19ଟି କାର୍ଯ୍ୟଦିବସ ରହିଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ଗୃହକାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ ପାଇଁ ଉଭୟ ଶାସକ ଓ ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ