ରେସଲର ବଜରଙ୍ଗ ପୁନିଆଙ୍କୁ ୪ ବର୍ଷ ପାଇଁ ସସପେଣ୍ଡ କଲା ଜାତୀୟ ଡୋପିଂ ନିରୋଧକ ଏଜେନ୍ସି- ନାଡା। ଜାତୀୟ ଚୟନ ବେଳେ ଡୋପିଂ ଟେଷ୍ଟକୁ ମନା କରିଥିଲେ ପୁନିଆ। ଗତ ମାର୍ଚ୍ଚ ୧୦ରେ ହୋଇଥିବା ଚୟନ ପ୍ରକ୍ରିୟା ବେଳେ ଡୋପିଂ ଟେଷ୍ଟକୁ ମନା କରିଥିଲେ ବଜରଙ୍ଗ ପୁନିଆ। ନାଡାର କାର୍ଯ୍ୟାନୁଷ୍ଠାନ ଯୋଗୁ ବିଦେଶରେ ବି ଟ୍ରେନିଂ ନେଇପାରିବେନି ପୁନିଆ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।