Quantum Mirror

ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ

ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ

ନୀଳଗିରି ୬।୫ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ୍ ଗରଡ଼ିହି ଅଞ୍ଚଳରୁ ଝୁଲନ୍ତା ଅବସ୍ଥାରେ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ଗରଡ଼ିହି ପଞ୍ଚାୟତ ଅନ୍ତର୍ଗତ ଚନ୍ଦିନିପୁରୁ ଗ୍ରାମ କମଳା ନଦୀ ନିକଟରେ ଜଣେ ଅଚିହ୍ନା ଯୁବକ ବେକରେ ରସି ଲଗାଇ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ ଗୁରୁବାର ସକାଳେ ସ୍ଥାନୀୟ ଲୋକ ଝୁଲନ୍ତା ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ଯୁବକ ଜଣକ ଆତ୍ମହତ୍ୟା କରିଛି ନା ତାଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।ବରହମପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି  ତଦନ୍ତ ଆରମ୍ଭ କରିଛି

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×